୨୪ ଘଣ୍ଟା ଭିତରେ ଏହି ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ବାଂଲାଦେଶରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏପରିକି ଘଡଘଡ଼ି ମଧ୍ୟ ମାରିବ। ଏଥିପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ଭିତରେ ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା, କେନ୍ଦୁଝର, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା […]

rain-2-e1444738973104

rain-2-e1444738973104

Rakesh Mallick
  • Published: Tuesday, 31 July 2018
  • Updated: 31 July 2018, 06:54 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ବାଂଲାଦେଶରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏପରିକି ଘଡଘଡ଼ି ମଧ୍ୟ ମାରିବ। ଏଥିପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ।

ଆସନ୍ତା ୨୪ ଘଣ୍ଟା ଭିତରେ ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା, କେନ୍ଦୁଝର, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ହେବ। ଘଡ଼ଘଡ଼ି ମାରିବା ସହିତ ପ୍ରବଳ ବେଗରେ ପବନ ବହିବ। ଏହି ସମୟରେ ପବନର ବେଗ କିମି ପ୍ରତି ୫୦ରୁ ୬୦ ରହିବ। ଆସନ୍ତା ୪ ତାରିଖରୁ ପୁଣି ଥରେ ବର୍ଷା ବଢିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର୍‌ ବିଶ୍ୱାସ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story