ଆଜି ପ୍ରବଳ ବର୍ଷିବ, ଘଡଘଡ଼ି ବି ମାରିବ: ସତର୍କ ସୂଚନା ଜାରିକଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପଭାବରେ ଆଜି ପ୍ରବଳ ବର୍ଷା ହେବ। ଘଡଘଡ଼ି ମାରିବା ସହିତ ପ୍ରବଳ ବେଗରେ ପବନ ବୋହିବ। ଏଥିପାଇଁ ୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। କାଳବୈଶାଖୀ ବର୍ଷା କେନ୍ଦୁଝର, ମୟୂରଭଂଜ ଓ ଯାଜପୁର ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବ। ଘଡଘଡ଼ି ମାରିବା ସହିତ ୫୦ରୁ ୬୦ କିମି ବେଗରେ ପବନ ବୋହିବ। ଏଥିପାଇଁ ସତର୍କ […]

kalahandi rain

kalahandi rain

Rakesh Mallick
  • Published: Thursday, 10 May 2018
  • Updated: 10 May 2018, 05:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପଭାବରେ ଆଜି ପ୍ରବଳ ବର୍ଷା ହେବ। ଘଡଘଡ଼ି ମାରିବା ସହିତ ପ୍ରବଳ ବେଗରେ ପବନ ବୋହିବ। ଏଥିପାଇଁ ୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

କାଳବୈଶାଖୀ ବର୍ଷା କେନ୍ଦୁଝର, ମୟୂରଭଂଜ ଓ ଯାଜପୁର ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବ। ଘଡଘଡ଼ି ମାରିବା ସହିତ ୫୦ରୁ ୬୦ କିମି ବେଗରେ ପବନ ବୋହିବ। ଏଥିପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଏହି ସମୟରେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି।

ସୂଚନାରୁ ପ୍ରକାଶ, ଗତକାଲି କାଳବୈଶାଖୀ ପ୍ରଭାବରେ ହୋଇଥିବା ବର୍ଷାରେ ରାଜ୍ୟରେ ପ୍ରବଳ କ୍ଷୟକ୍ଷତି ହୋଇଛି। ବଜ୍ରପାତରେ ରାଜ୍ୟ ବିଭିନ୍ନ ସ୍ଥାନରେ ୬ ଜଣଙ୍କ ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story