ପ୍ରବଳ ବର୍ଷିବ, ସତର୍କ ସୂଚନା ଜାରିକଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷା ହେବ। ବଜ୍ରପାତ ମଧ୍ୟ ହେବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ଘରୁ ନବାହାରିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି। କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୫ ଜିଲ୍ଲା- କନ୍ଧମାଳ, ବୌଦ୍ଧ, ସୋନପୁର, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ ବର୍ଷା ହେବ। ଘନଘନ ବଜ୍ରପାତ ମଧ୍ୟ ହେବ। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି।  ତେଣୁ ଘରୁ […]

Low-Pressure-Rain,,,

Low-Pressure-Rain,,,

Rakesh Mallick
  • Published: Friday, 20 April 2018
  • Updated: 20 April 2018, 04:02 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷା ହେବ। ବଜ୍ରପାତ ମଧ୍ୟ ହେବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ଘରୁ ନବାହାରିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୫ ଜିଲ୍ଲା- କନ୍ଧମାଳ, ବୌଦ୍ଧ, ସୋନପୁର, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ ବର୍ଷା ହେବ। ଘନଘନ ବଜ୍ରପାତ ମଧ୍ୟ ହେବ। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି।  ତେଣୁ ଘରୁ ନବାହାରିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ସୂଚନାଯୋଗ୍ୟ, ଗତ କିଛି ଦିନ ହେଲା ରାଜ୍ୟରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ପ୍ରତି ଦିନ ସନ୍ଧ୍ୟାରେ ରାଜ୍ୟର କେଉଁଠି ନା କେଉଁଠି ପବନ ସହ ବର୍ଷା ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story