ରାତିରେ ପ୍ରବଳ ବର୍ଷିବ, ଘଡ଼ଘଡ଼ି ମାରିବ: ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ପ୍ରବଳ ବର୍ଷା ହେବ। ପବନ ବୋହିତ ସହିତ ଘଡଘଡ଼ି ମଧ୍ୟ ମାରିବ। ଏଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟ ଭିତରେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ରାଜ୍ୟର ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡଘଡ଼ି ମଧ୍ୟ ମାରିବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିମି […]

Norwester-Rain

Norwester-Rain

Rakesh Mallick
  • Published: Tuesday, 01 May 2018
  • Updated: 01 May 2018, 09:23 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ପ୍ରବଳ ବର୍ଷା ହେବ। ପବନ ବୋହିତ ସହିତ ଘଡଘଡ଼ି ମଧ୍ୟ ମାରିବ। ଏଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟ ଭିତରେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ରାଜ୍ୟର ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡଘଡ଼ି ମଧ୍ୟ ମାରିବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିମି ରହିବ। ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଅନୁଗୋଳ ଓ କଳାହାଣ୍ଡି। ଏହି ସମୟରେ ଘରୁ ନବାହାରିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story