ଆଜି ପ୍ରବଳ ବର୍ଷିବ, ଘଡ଼ଘଡ଼ି ବି ମାରିବ: ସତର୍କ କଲା ପାଣିପାଗ ବିଭାଗ  

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ବଜ୍ରପାତ ମାରିବ। ପବନ ମଧ୍ୟ ବୋହିବ। ସେଥିପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଅନୁଗୋଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପ୍ରବଳ ବର୍ଷା ହେବା ସହିତ ଘଡ଼ଘଡ଼ି ମାରିବ। ପବନର ବେଗ […]

rain-,,

rain-,,

Rakesh Mallick
  • Published: Wednesday, 02 May 2018
  • Updated: 02 May 2018, 04:48 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ବଜ୍ରପାତ ମାରିବ। ପବନ ମଧ୍ୟ ବୋହିବ। ସେଥିପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

କାଳବୈଶାଖୀ ପ୍ରଭାବରେ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଅନୁଗୋଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପ୍ରବଳ ବର୍ଷା ହେବା ସହିତ ଘଡ଼ଘଡ଼ି ମାରିବ। ପବନର ବେଗ ୫୦ରୁ ୬୦କିମି ରହିବ। କୌଣସି ଦୁର୍ଘଟଣାକୁ ଏଡ଼ାଇବା ପାଇଁ ବର୍ଷା ସମୟରେ ଘରେ ରହିବାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ସୂଚନାରୁ ପ୍ରକାଶ, କାଳବୈଶାଖୀ ପ୍ରଭାବରେ ଗତ କିଛି ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ କୁଆପଥର ମାଡ଼ ହେଉଛି। ଯାହାଫଳରେ ବହୁ ଫସଲ ନଷ୍ଟ ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story