ସ୍ୱାମୀର ଗୁଳିମାଡ଼ରେ ସ୍ତ୍ରୀ ମୃତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା ଡାହାଣୀଗଡ଼ିଆରେ ଏକ ଅଭାବନୀୟ ଘଟଣା ଘଡିଛି। ସ୍ୱାମୀର ଗୁଳିମାଡ଼ରେ ସ୍ତ୍ରୀର ମୃତ୍ୟୁ ହୋଇଛି। ପାରିବାରିକ କଳହରୁ ସ୍ୱାମୀ ସ୍ତ୍ରୀକୁ ଗୁଳିକରି ହତ୍ୟା କରିଥିବା ଜଣାପଡିଛି। ଘଟଣା ପରେ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖିଛି।  ମିଳିଥିବା ସୂଚନା ଅନୁସାରେ ଅଭିଯୁକ୍ତ ସ୍ୱାମୀ ସିକ୍ୟୁରିଟି ଗାର୍ଡ଼ ଭାବେ କାର୍ଯ୍ୟ କରୁଥିଲେ।

ACCUSED

ACCUSED

Rakesh Mallick
  • Published: Tuesday, 20 March 2018
  • Updated: 20 March 2018, 02:06 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା ଡାହାଣୀଗଡ଼ିଆରେ ଏକ ଅଭାବନୀୟ ଘଟଣା ଘଡିଛି। ସ୍ୱାମୀର ଗୁଳିମାଡ଼ରେ ସ୍ତ୍ରୀର ମୃତ୍ୟୁ ହୋଇଛି। ପାରିବାରିକ କଳହରୁ ସ୍ୱାମୀ ସ୍ତ୍ରୀକୁ ଗୁଳିକରି ହତ୍ୟା କରିଥିବା ଜଣାପଡିଛି। ଘଟଣା ପରେ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖିଛି।  ମିଳିଥିବା ସୂଚନା ଅନୁସାରେ ଅଭିଯୁକ୍ତ ସ୍ୱାମୀ ସିକ୍ୟୁରିଟି ଗାର୍ଡ଼ ଭାବେ କାର୍ଯ୍ୟ କରୁଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos