ବିଭିନ୍ନ ଜିଲ୍ଲାରେ ଜାତୀୟ ପତାକା ଉଡ଼ାଇଲେ ନେତା ଓ ପ୍ରଶାସନିକ ଅଧିକାରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଧୁମ୍‌ଧାମ୍‌ରେ ୭୧ ତମ ସ୍ୱାଧୀନତା ଦିବସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କଟକରେ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ର ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଖୋର୍ଦ୍ଧା ବିଜେବି ହାଇସ୍କୁଲ ଖେଳ ପଡ଼ିଆରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଡଃ ଅଖିଳ ବିହାରି ଓତା ମୁଖ୍ୟଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବଲାଙ୍ଗିରର ମନୋହରପୁର ରିଜର୍ଭ ପୋଲିସ୍ ପଡ଼ିଆରେ ଅନୁଷ୍ଠିତ ହୋଇଥିଲା ସ୍ୱାଧୀନତା ଦିବସ। […]

minister

minister

Rakesh Mallick
  • Published: Tuesday, 15 August 2017
  • Updated: 15 August 2017, 01:35 PM IST

Sports

Latest News

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଧୁମ୍‌ଧାମ୍‌ରେ ୭୧ ତମ ସ୍ୱାଧୀନତା ଦିବସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କଟକରେ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ର ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଖୋର୍ଦ୍ଧା ବିଜେବି ହାଇସ୍କୁଲ ଖେଳ ପଡ଼ିଆରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଡଃ ଅଖିଳ ବିହାରି ଓତା ମୁଖ୍ୟଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

bolangirବଲାଙ୍ଗିରର ମନୋହରପୁର ରିଜର୍ଭ ପୋଲିସ୍ ପଡ଼ିଆରେ ଅନୁଷ୍ଠିତ ହୋଇଥିଲା ସ୍ୱାଧୀନତା ଦିବସ। ମୁଖ୍ୟଅତିଥି ଭାବେ ବଲାଙ୍ଗିର ଜିଲ୍ଲାପାଳ ‌ଆଶିଷ ଠାକରେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଫୁଲବାଣୀର ରିଜର୍ଭ ପୋଲିସ୍ ଗ୍ରାଉଣ୍ଡରେ ବି ଅନୁଷ୍ଠିତ ହୋଇଥିଲା ସ୍ୱାଧୀନତା ଦିବସ। ଏଥିରେ ବିଦ୍ୟାଳୟ, ଗଣଶିକ୍ଷା, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ।

ନୟାଗଡରେ ସ୍ୱାଧୀନତା ଦିବସ ଧୂମ୍‌ଧାମ୍‌ରେ ଅନୁଷ୍ଠିତ ହୋଇଛି। ନୟାଗଡ ଅତିରିକ୍ତ ଜିଲ୍ଲାପାଳ ପ୍ରଶାନ୍ତ ରଥ ପତାକା ଉତ୍ତୋଳନ କରିବା ସହ ସ୍ୱାଧୀନତା ସଂଗ୍ରାମୀଙ୍କ ବୀରତ୍ୱର ଗାଥାକୁ ମନେ ପକାଇଥିଲେ। ପୁରୀରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ କୃଷି ଏବଂ ସମବାୟ ମନ୍ତ୍ରୀ ଦାମୋଦର ରାଉତ। ଏହାସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ।

dklଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆରେ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଯୋଜନା ଓ ସଂଯୋଜକ ଦକ୍ଷତା-ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ଉଷା ଦେବୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବୌଦ୍ଧରେ  ଜିଲ୍ଲାପାଳ ମଧୁସୂଦନ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଢେଙ୍କାନାଳ ଜିଲ୍ଲା ପୋଲିସ୍ ପଡ଼ିଆରେ ୭୧ ତମ ସ୍ୱାଧୀନତା ଦିବସ ଅନୁଷ୍ଠିତ ହୋଇଯାଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ।

ଜଗତସିଂହପୁରରେ ଜିଲ୍ଲାପାଳ ୟାମିନୀ ଷଡଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ  ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ରେ ଅଭିଭାଦନ ଗ୍ରହଣ କରିଥିଲେ। ଯାଜପୁର ଜିଲ୍ଲା ହାଇସ୍କୁଲ ପଡ଼ିଆରେ ମହାସମାରୋହରେ ଅନୁଷ୍ଠିତ ହୋଇଥିଲା ସ୍ୱାଧୀନତା ଦିବସ। ରାଜ୍ୟ ପଞ୍ଚାୟତରାଜ ଓ ଜଳଯୋଗାଣ ମନ୍ତ୍ରୀ ପ୍ରଦୀପ ମହାରଥୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story