ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ଜଗମୋହନ

<p>ପୁରୀ (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ଜଗମୋହନ। ପୂର୍ବରୁ ୧୬ ତାରିଖ ସୁଦ୍ଧା ଜଗମୋହନ ଖୋଲିବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଆସନ୍ତାକାଲି ସକାଳ ଧୂପ ପରେ ଜଗମୋହନ ଖୋଲିବାକୁ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ।</p> <p>ତେବେ ନୀତିକାନ୍ତି ସମୟରେ ଜଗମୋହନ ଭିତରକୁ ପ୍ରବେଶ ବନ୍ଦ ରହିବ ବୋଲି ଜଣାପଡ଼ିଛି।&nbsp; ସାଧାରଣ ଦିନରେ ମଙ୍ଗଳ ଆଳତିରୁ ଗୋପାଳବଲ୍ଲଭ ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଦର୍ଶନାର୍ଥୀମାନେ ଜୟବିଜୟ ଦ୍ୱାର ଦେଇ ପ୍ରବେଶ କରିବେ ଏବଂ ବେହରଣ ଦ୍ୱାର ଦେଇ ଫେରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟବସ୍ଥାବଳୀ ପ୍ରସ୍ତୁତ କରାଯାଇଥିବା ଶ୍ରୀମନ୍ଦିର ନୀତି ପ୍ରଶାସକ ସୂଚନା ଦେଇଛନ୍ତି।</p>

Ordigital Desk
  • Published: Sunday, 15 April 2018
  • Updated: 15 April 2018, 04:33 PM IST

Sports

Latest News

<p>ପୁରୀ (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ଜଗମୋହନ। ପୂର୍ବରୁ ୧୬ ତାରିଖ ସୁଦ୍ଧା ଜଗମୋହନ ଖୋଲିବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଆସନ୍ତାକାଲି ସକାଳ ଧୂପ ପରେ ଜଗମୋହନ ଖୋଲିବାକୁ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ।</p><p>ତେବେ ନୀତିକାନ୍ତି ସମୟରେ ଜଗମୋହନ ଭିତରକୁ ପ୍ରବେଶ ବନ୍ଦ ରହିବ ବୋଲି ଜଣାପଡ଼ିଛି।&nbsp; ସାଧାରଣ ଦିନରେ ମଙ୍ଗଳ ଆଳତିରୁ ଗୋପାଳବଲ୍ଲଭ ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଦର୍ଶନାର୍ଥୀମାନେ ଜୟବିଜୟ ଦ୍ୱାର ଦେଇ ପ୍ରବେଶ କରିବେ ଏବଂ ବେହରଣ ଦ୍ୱାର ଦେଇ ଫେରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟବସ୍ଥାବଳୀ ପ୍ରସ୍ତୁତ କରାଯାଇଥିବା ଶ୍ରୀମନ୍ଦିର ନୀତି ପ୍ରଶାସକ ସୂଚନା ଦେଇଛନ୍ତି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos