ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀ

କଟକ (ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜଷ୍ଟିସ୍‌ ଜାଭେରୀଙ୍କୁ ଶପଥ ପାଠ କରାଇଛନ୍ତି। ହାଇକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ୍ ବିନୀତ ଶରଣ ପଦନ୍ନୋତି ପାଇ ସୁପ୍ରିମକୋର୍ଟର ବିଚାରପତି ଭାବେ ଯୋଗ ଦେଇଛନ୍ତି। ଜଷ୍ଟିସ୍‌ ଶରଣଙ୍କ ସ୍ଥାନରେ ଜଷ୍ଟିସ ଜାଭେରୀଙ୍କୁ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ନେଇ ଆଇନ୍‌ ମନ୍ତ୍ରାଳୟ ପକ୍ଷରୁ ଗତ ୪ […]

Justice ks jhaveri sworn in as chief justice of Orissa high court

Ordigital Desk
  • Published: Sunday, 12 August 2018
  • Updated: 12 August 2018, 04:46 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜଷ୍ଟିସ୍‌ ଜାଭେରୀଙ୍କୁ ଶପଥ ପାଠ କରାଇଛନ୍ତି।

ହାଇକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ୍ ବିନୀତ ଶରଣ ପଦନ୍ନୋତି ପାଇ ସୁପ୍ରିମକୋର୍ଟର ବିଚାରପତି ଭାବେ ଯୋଗ ଦେଇଛନ୍ତି। ଜଷ୍ଟିସ୍‌ ଶରଣଙ୍କ ସ୍ଥାନରେ ଜଷ୍ଟିସ ଜାଭେରୀଙ୍କୁ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ନେଇ ଆଇନ୍‌ ମନ୍ତ୍ରାଳୟ ପକ୍ଷରୁ ଗତ ୪ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

ଶନିବାର ଜଷ୍ଟିସ ଜାଭେରୀ ପୁରୀ ଶ୍ରୀମନ୍ଦିର ଯାଇ ଜଗନ୍ନାଥଙ୍କ ଦର୍ଶନ କରିଥିଲେ।

ଆଇନ୍‌ ଶିକ୍ଷା ପରେ ସେ ଗୁଜରାଟ୍‌ ହାଇକୋର୍ଟରେ ଆଇନ୍‌ଜୀବୀ ଭାବେ କ୍ୟାରିୟର ଆରମ୍ଭ କରିଥିବା ଜଷ୍ଟିସ୍‌ ଜାଭେରୀ ସେଠାକାର ବାର୍‌ ଆସୋସିସଏସନ୍‌ର ବିଭିନ୍ନ ପଦପଦବୀରେ ମଧ୍ୟ ରହିଥିଲେ।

୨୦୦୪ ମସିହା ମାର୍ଚ୍ଚ ମାସରେ ତାଙ୍କୁ ଗୁଜରାଟ୍‌ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ କରାଯାଇଥିଲା।  ୨୦୧୬ ମସିହା ଅଗଷ୍ଟରେ ଜଷ୍ଟିସ ଜାଭେରୀ ରାଜସ୍ଥାନ ହାଇକୋର୍ଟକୁ ବଦଳି ହୋଇଥିଲେ। ବିଚାରପତି ହେବା ପୂର୍ବରୁ ଜଷ୍ଟିସ ଜାଭେରୀ ଭାରତ ସ୍କାଉଟ୍ସ ଓ ଗାଇଡ୍ସର ବିଭିନ୍ନ ପଦପଦବୀରେ ମଧ୍ୟ ରହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story