ଡାକ୍ତରଙ୍କୁ ମାଡ଼ ଅଭିଯୋଗ

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଖଲିକୋଟ ସ୍ୱାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡ଼. ସୁଦର୍ଶନ ସାହୁଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଗତକାଲି ବିଳମ୍ୱିତ ରାତିରେ ସୁରେନ୍ଦ୍ର ପଲେଇ ନାମକ ଜଣେ ବ୍ୟକ୍ତିଙ୍କ ସ୍ତ୍ରୀ ପ୍ରସବ ପାଇଁ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ। ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବା ଦେଖି ଡାକ୍ତର ସାହୁ ତାଙ୍କୁ ବ୍ରହ୍ମପୁର […]

Rakesh Mallick
  • Published: Monday, 28 August 2017
  • Updated: 28 August 2017, 04:35 PM IST

Sports

Latest News

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଖଲିକୋଟ ସ୍ୱାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡ଼. ସୁଦର୍ଶନ ସାହୁଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଗତକାଲି ବିଳମ୍ୱିତ ରାତିରେ ସୁରେନ୍ଦ୍ର ପଲେଇ ନାମକ ଜଣେ ବ୍ୟକ୍ତିଙ୍କ ସ୍ତ୍ରୀ ପ୍ରସବ ପାଇଁ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ। ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବା ଦେଖି ଡାକ୍ତର ସାହୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ନେଇଯିବା ପାଇଁ ପରାମର୍ଶ ଦେଇଥିଲେ। ଏଥିରେ ସୁରେନ୍ଦ୍ର ଓ ଅନ୍ୟ ତିନି ଜଣ ଉତ୍‌କ୍ଷିପ୍ତ ହୋଇ ଡାକ୍ତର ସାହୁଙ୍କୁ ମାଡ଼ ମାରିଥିଲେ। ଏନେଇ ଡାକ୍ତର ସାହୁ ଖଲିକୋଟ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରି ସମ୍ପୃକ୍ତ ୩ ଜଣଙ୍କୁ ଅଟକ ରଖି ପଚରା ଉଚୁରା ଚଳାଇଛି। ଏହାର ପ୍ରତିବାଦରେ ଆଜି ମେଡ଼ିକାଲ କର୍ମଚାରୀମାନେ ଧାରଣା ଦେବା ସହ ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଖବର ପାଇ ଖଲିକୋଟ ତହସିଲଦାର ଓ ସିଡ଼ିଏମ୍ଓ ଘଟଣାସ୍ଥଳରେ ପହଞ୍ଚି ଧାରଣାରେ ବସିଥିବା କର୍ମଚାରୀଙ୍କୁ ବୁଝାଶୁଝା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story