ଲୁଟ୍‌ ଉଦ୍ଦେଶ୍ୟରେ ବ୍ୟବସାୟୀଙ୍କ ଉପରକୁ ବୋମାମାଡ଼

<p>ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲା ଗୋଡ଼ିଆପାଲ୍ଲୀ ଛକ ନିକଟରେ ୪ଜଣ ବ୍ୟବସାୟୀଙ୍କ ଉପରକୁ ବୋମାମାଡ଼ ହୋଇଛି। ବୋମାମାଡରେ ଜଣେ ବ୍ୟବସାୟୀ ଗୁରୁତର ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।</p> <p>୪ଜଣ ବ୍ୟବସାୟୀ ପିକ୍ଅପରେ ଯାଉଥିବା ସମୟରେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କ ଉପରକୁ ବୋମାମାଡ଼ କରି ଫେରାର ହୋଇଯାଇଥିଲେ। ଟଙ୍କା ଲୁଟ୍ ଉଦ୍ଦେଶ୍ୟରେ ବାଇକରେ ଆସି ୨ଜଣ ଦୁର୍ବୃତ୍ତ ବୋମାମାଡ଼ କରିଥିବା ଅନୁମାନ କରାଯାଉଛି। ପୋଲିସର ଘଟଣାର ତଦନ୍ତ କରୁଛି। ବ୍ୟବସାୟୀଙ୍କ ଠାରୁ ଦୁର୍ବୃତ୍ତ ଟଙ୍କା ଲୁଟି ପାରି ନ ଥିବା ଜଣାପଡ଼ିଛି।</p>

Ordigital Desk
  • Published: Saturday, 24 March 2018
  • Updated: 24 March 2018, 08:42 AM IST

Sports

Latest News

<p>ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲା ଗୋଡ଼ିଆପାଲ୍ଲୀ ଛକ ନିକଟରେ ୪ଜଣ ବ୍ୟବସାୟୀଙ୍କ ଉପରକୁ ବୋମାମାଡ଼ ହୋଇଛି। ବୋମାମାଡରେ ଜଣେ ବ୍ୟବସାୟୀ ଗୁରୁତର ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।</p><p>୪ଜଣ ବ୍ୟବସାୟୀ ପିକ୍ଅପରେ ଯାଉଥିବା ସମୟରେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କ ଉପରକୁ ବୋମାମାଡ଼ କରି ଫେରାର ହୋଇଯାଇଥିଲେ। ଟଙ୍କା ଲୁଟ୍ ଉଦ୍ଦେଶ୍ୟରେ ବାଇକରେ ଆସି ୨ଜଣ ଦୁର୍ବୃତ୍ତ ବୋମାମାଡ଼ କରିଥିବା ଅନୁମାନ କରାଯାଉଛି। ପୋଲିସର ଘଟଣାର ତଦନ୍ତ କରୁଛି। ବ୍ୟବସାୟୀଙ୍କ ଠାରୁ ଦୁର୍ବୃତ୍ତ ଟଙ୍କା ଲୁଟି ପାରି ନ ଥିବା ଜଣାପଡ଼ିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos