ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଯୁବକ ଆହତ

ଜୟପୁର(ଟି.ଗୌରିଶଙ୍କର): ପୁଣି ନିଜର ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ। କୋରାପୁଟ ଜିଲ୍ଲାର ବୈପାରୀଗୁଡ଼ାର କାଳିଆଝୋଲାରେ ପୁଣି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ଏଥିରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ  ମେଡିକାଲରେ ଭର୍ତ୍ତି କରାଯାଇଛି।

ଗତ ରବିବାର ଦିନ ମଧ୍ୟ ସେହି କାଳିଆଝୋଲାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା।

Previous ArticleNext Article

Send this to a friend