ସ୍ତ୍ରୀଙ୍କୁ ହାଣି ହତ୍ୟା କରିବା ପରେ ସ୍ୱାମୀର ଆତ୍ମହତ୍ୟା

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ବାଲିମୀ ଥାନା ଅନ୍ତର୍ଗତ ଖାଲପାଳ ଗାଁରେ ଜଣେ ମହିଳାଙ୍କୁ ତାଙ୍କୁ ସ୍ୱାମୀ ହାଣି ହତ୍ୟା କରିବା ପରେ ଆତ୍ମହତ୍ୟା କରିଛନ୍ତି। ମୃତକମାନେ ହେଲେ ସୁଧାକର ବାଡ଼ିଆ ଓ ତାଙ୍କ ପତ୍ନୀ ସିଲି ବାଡ଼ିଆ। ଆଜି ଦିନ ପ୍ରାୟ ୧୧ଟା ବେଳେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ଏଥିରେ ଉତକ୍ଷୀପ୍ତ ହୋଇ ସୁଧାକର ଏକ କଟୁରୀରେ ସିଲିଙ୍କୁ ହାଣି ହତ୍ୟା କରିଥିଲେ। ଏହାପରେ ସେ ରଶି ଲଗାଇ ଆତ୍ମହତ୍ୟା […]

tyr

tyr

Ordigital Desk
  • Published: Thursday, 16 August 2018
  • Updated: 16 August 2018, 02:35 PM IST

Sports

Latest News

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ବାଲିମୀ ଥାନା ଅନ୍ତର୍ଗତ ଖାଲପାଳ ଗାଁରେ ଜଣେ ମହିଳାଙ୍କୁ ତାଙ୍କୁ ସ୍ୱାମୀ ହାଣି ହତ୍ୟା କରିବା ପରେ ଆତ୍ମହତ୍ୟା କରିଛନ୍ତି। ମୃତକମାନେ ହେଲେ ସୁଧାକର ବାଡ଼ିଆ ଓ ତାଙ୍କ ପତ୍ନୀ ସିଲି ବାଡ଼ିଆ।

ଆଜି ଦିନ ପ୍ରାୟ ୧୧ଟା ବେଳେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ଏଥିରେ ଉତକ୍ଷୀପ୍ତ ହୋଇ ସୁଧାକର ଏକ କଟୁରୀରେ ସିଲିଙ୍କୁ ହାଣି ହତ୍ୟା କରିଥିଲେ। ଏହାପରେ ସେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।

ବାଲିମୀ ପୁଲିସ ଘଟଣାସ୍ଥଳରେ ପହଞ୍ଚି  ଶବ ଜବତ କରି  ବ୍ୟବଚ୍ଛେଦ ପାଇଁ ପଠାଇଛି।

ତେବେ କେଉଁ କାରଣରୁ ଏହି ଘଟଣା ଘଟିଲା ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ପୁଲିସ୍ କହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story