ବିଦ୍ୟୁତ୍ ଖୁଣ୍ଟରେ ପିଟି ହେଲା ବାଇକ୍, ଚାଲିଗଲା ଜୀବନ

ଆଠଗଡ଼ (ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଆଠଗଡ଼ ଥାନା ଅନ୍ତର୍ଗତ ଆଙ୍କୁଲା ପେଟ୍ରୋଲ ପମ୍ପ ନିକଟରେ ବାଇକ୍‌ଟିଏ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କର ପରିଚୟ ମିଳିପାରି ନାହିଁ। ଆଠଗଡ଼ ଦମକଳ ବାହିନୀ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି। ଆଠଗଡ଼ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

deadbody

deadbody

Rakesh Mallick
  • Published: Thursday, 24 May 2018
  • Updated: 24 May 2018, 04:38 PM IST

ଆଠଗଡ଼ (ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଆଠଗଡ଼ ଥାନା ଅନ୍ତର୍ଗତ ଆଙ୍କୁଲା ପେଟ୍ରୋଲ ପମ୍ପ ନିକଟରେ ବାଇକ୍‌ଟିଏ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କର ପରିଚୟ ମିଳିପାରି ନାହିଁ। ଆଠଗଡ଼ ଦମକଳ ବାହିନୀ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି। ଆଠଗଡ଼ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos