ପୁଣି ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ

କେନ୍ଦୁଝର(ଓଡ଼ିଶା ରିପୋର୍ଟର):ପୁଣି ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ଆଜି ଥିବା ବିଜ୍ଞାନ ପ୍ରଶ୍ନପତ୍ର କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ଭାଇରାଲ ହୋଇଥିବା ନେଇ ଅଭିଯୋଗ ଆସିଛି।  ସକାଳ ୯ଟାରେ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ୯ଟା ୩୦ରେ ହ୍ୱାଟ୍ସଆପରେ ପ୍ରଶ୍ନପତ୍ର ଭାଇରାଲ ନେଇ ଅଭିଯୋଗ ହୋଇଥିଲା।

ପ୍ରଶ୍ନପତ୍ର ଭାଇରାଲକୁ ସଂପୂର୍ଣ୍ଣ ଗୁଜବ କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର। ଏହା ପୂର୍ବରୁ ମଧ୍ୟ ମାତୃଭାଷା, ଗଣିତ ଓ ଇଂରାଜି ବିଷୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା।

Ordigital Desk
• Published: Tuesday, 06 March 2018
• Updated: 06 March 2018, 12:35 PM IST

Sports

Latest News

କେନ୍ଦୁଝର(ଓଡ଼ିଶା ରିପୋର୍ଟର):ପୁଣି ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ଆଜି ଥିବା ବିଜ୍ଞାନ ପ୍ରଶ୍ନପତ୍ର କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ଭାଇରାଲ ହୋଇଥିବା ନେଇ ଅଭିଯୋଗ ଆସିଛି।  ସକାଳ ୯ଟାରେ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ୯ଟା ୩୦ରେ ହ୍ୱାଟ୍ସଆପରେ ପ୍ରଶ୍ନପତ୍ର ଭାଇରାଲ ନେଇ ଅଭିଯୋଗ ହୋଇଥିଲା।

ପ୍ରଶ୍ନପତ୍ର ଭାଇରାଲକୁ ସଂପୂର୍ଣ୍ଣ ଗୁଜବ କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର। ଏହା ପୂର୍ବରୁ ମଧ୍ୟ ମାତୃଭାଷା, ଗଣିତ ଓ ଇଂରାଜି ବିଷୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos