୭ମାସର ଝିଅକୁ ନିଆଁରେ ପୋଡ଼ି ଦେଲା ମାଆ

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ରାଜଧାନୀରେ ଅଭାବନୀୟ ଘଟଣା ଘଟିଛି। ସାଲିଆସାହିରେ ଏକ ୭ ମାସର ଶିଶୁ କନ୍ୟାକୁ ତା’ର ମାଆ ନିଆଁରେ ପୋଡ଼ି ଦେଇଥିବା ନେଇ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଶିଶୁଟିକୁ ଉଦ୍ଧାର କରାଯାଇଛି। ପିଲାଟିକୁ ଅଧିକ ଚିକିତ୍ସା ନିମନ୍ତେ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଘଟଣା ସମ୍ପର୍କରେ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଜାରି ରଖିଛି।   ମହିଳା ଜଣଙ୍କ ଏକ କପଡାରେ କିରୋସିନି ଢାଳି ସେଥିରେ ନିଆଁ ଲଗାଇ ଶିଶୁକନ୍ୟାକୁ ପୋଡ଼ି […]

girl

girl

Rakesh Mallick
  • Published: Thursday, 26 April 2018
  • Updated: 26 April 2018, 02:20 PM IST

Sports

Latest News

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ରାଜଧାନୀରେ ଅଭାବନୀୟ ଘଟଣା ଘଟିଛି। ସାଲିଆସାହିରେ ଏକ ୭ ମାସର ଶିଶୁ କନ୍ୟାକୁ ତା’ର ମାଆ ନିଆଁରେ ପୋଡ଼ି ଦେଇଥିବା ନେଇ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଶିଶୁଟିକୁ ଉଦ୍ଧାର କରାଯାଇଛି। ପିଲାଟିକୁ ଅଧିକ ଚିକିତ୍ସା ନିମନ୍ତେ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।

ଘଟଣା ସମ୍ପର୍କରେ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଜାରି ରଖିଛି।   ମହିଳା ଜଣଙ୍କ ଏକ କପଡାରେ କିରୋସିନି ଢାଳି ସେଥିରେ ନିଆଁ ଲଗାଇ ଶିଶୁକନ୍ୟାକୁ ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି।  ମା’ର ମାନସିକ ବିକୃତି ଥିବା କୁହାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos