୯ଟି ଜିଲ୍ଲାକୁ ସତର୍କ ରହିବାକୁ ପାଣିପାଗ ବିଭାଗର ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ କିଛି ଦିନ ହେବ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ହେବ। ବର୍ଷା ସହ  ଝଡ଼ତୋଫାନ ଓ ବଜ୍ରପାତ ମଧ୍ୟ ହେବାର ସମ୍ଭାବନା ରହିଛି। ଏଣୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୨ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ୯ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ବରଗଡ଼ ଓ […]

rain 1

rain 1

Rakesh Mallick
  • Published: Thursday, 26 July 2018
  • Updated: 26 July 2018, 09:53 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ କିଛି ଦିନ ହେବ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ହେବ। ବର୍ଷା ସହ  ଝଡ଼ତୋଫାନ ଓ ବଜ୍ରପାତ ମଧ୍ୟ ହେବାର ସମ୍ଭାବନା ରହିଛି। ଏଣୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୨ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ୯ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ବରଗଡ଼ ଓ ନୂଆପଡ଼ା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos