ବିବାହ ପ୍ରତିଶ୍ରୁତି ଦେଇ ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ

କଳାହାଣ୍ଡି(ଓଡ଼ିଶା ରିପୋର୍ଟର): ବିବାହର ପ୍ରତିଶ୍ରୁତି ଦେଇ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆସିଛି କଳାହାଣ୍ଡି ଜିଲ୍ଲା ବିଜେପୁର ଅଞ୍ଚଳରୁ।

ଏକ ସ୍ୱେଚ୍ଛାସେବୀ ସଂଗଠନରେ କାମ କରୁଥିବା ରୋହି ଦାସ ନାମକ ଜଣେ ଯୁବକ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ନାବାଳିକା ଜଣକ ବର୍ତ୍ତମାନ ଅନ୍ତସତ୍ତ୍ୱା ଥିବା କହିଛନ୍ତି ପରିବାର ଲୋକେ। ଏନେଇ ସଂପୃକ୍ତ ପୀଡ଼ିତା ଏବଂ ପରିବାର ଲୋକେ ବିଜେପୁର ଥାନାର ଦ୍ୱାରସ୍ଥ ହୋଇ ନ୍ୟାୟ ଦାବି କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ତେବେ ଏନେଇ ଅଭିଯୁକ୍ତଙ୍କ ପ୍ରତିକ୍ରିୟା ମିଳିପାରିନି।

Ordigital Desk
• Published: Monday, 11 June 2018
• Updated: 11 June 2018, 04:05 PM IST

Sports

Latest News

କଳାହାଣ୍ଡି(ଓଡ଼ିଶା ରିପୋର୍ଟର): ବିବାହର ପ୍ରତିଶ୍ରୁତି ଦେଇ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆସିଛି କଳାହାଣ୍ଡି ଜିଲ୍ଲା ବିଜେପୁର ଅଞ୍ଚଳରୁ।

ଏକ ସ୍ୱେଚ୍ଛାସେବୀ ସଂଗଠନରେ କାମ କରୁଥିବା ରୋହି ଦାସ ନାମକ ଜଣେ ଯୁବକ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ନାବାଳିକା ଜଣକ ବର୍ତ୍ତମାନ ଅନ୍ତସତ୍ତ୍ୱା ଥିବା କହିଛନ୍ତି ପରିବାର ଲୋକେ। ଏନେଇ ସଂପୃକ୍ତ ପୀଡ଼ିତା ଏବଂ ପରିବାର ଲୋକେ ବିଜେପୁର ଥାନାର ଦ୍ୱାରସ୍ଥ ହୋଇ ନ୍ୟାୟ ଦାବି କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ତେବେ ଏନେଇ ଅଭିଯୁକ୍ତଙ୍କ ପ୍ରତିକ୍ରିୟା ମିଳିପାରିନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos