ଆଜିଠୁ ରାଜ୍ୟର ସବୁ ସ୍କୁଲ ସକାଳୁଆ

<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ରାଜ୍ୟରେ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି । ଟାଣ ଖରାକୁ ଦୃଷ୍ଟିରେ ରଖି&nbsp;ଆଜିଠାରୁ ସମସ୍ତ ସ୍କୁଲ ସକାଳୁଆ କରାଯାଇଛି। ଏନେଇ ପୂର୍ବରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା।</p> <p>କିଛି ଦିନ ଧରି ଲଗାତର ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିଲା। ତେଣୁ ଛାତ୍ରଛାତ୍ରୀଙ୍କୁ ନଜରରେ ରଖି ସକାଳୁ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ଏହା ସହିତ ସ୍କୁଲରେ ପାନୀୟ ଜଳର ବ୍ୟବସ୍ଥା କରିବାକୁ ପ୍ରଧାନ ଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।</p>

Ordigital Desk
  • Published: Monday, 02 April 2018
  • Updated: 02 April 2018, 07:38 AM IST

Sports

Latest News

<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ରାଜ୍ୟରେ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି । ଟାଣ ଖରାକୁ ଦୃଷ୍ଟିରେ ରଖି&nbsp;ଆଜିଠାରୁ ସମସ୍ତ ସ୍କୁଲ ସକାଳୁଆ କରାଯାଇଛି। ଏନେଇ ପୂର୍ବରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା।</p><p>କିଛି ଦିନ ଧରି ଲଗାତର ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିଲା। ତେଣୁ ଛାତ୍ରଛାତ୍ରୀଙ୍କୁ ନଜରରେ ରଖି ସକାଳୁ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ଏହା ସହିତ ସ୍କୁଲରେ ପାନୀୟ ଜଳର ବ୍ୟବସ୍ଥା କରିବାକୁ ପ୍ରଧାନ ଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos