କେନ୍ଦ୍ରାପଡ଼ାରେ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ବୈଜୟନ୍ତ

<p>କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଆଜି ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଛନ୍ତି। ବନ୍ୟା ଦ୍ୱାରା ସବୁଠାରୁ ଅଧିକ ପ୍ରଭାବିତ ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତରେ ପହଞ୍ଚିଥିଲେ ସାଂସଦ ବୈଜୟନ୍ତ। ସେଠାରେ ସେ ଲୋକଙ୍କ ସହ ଆଲୋଚନା କରିଥିଲେ। ପରେ ସେ ଚାଲିଚାଲି ରାଉଦିଆ, କୃଣ୍ଣଦାସପୁର ଆଦି ଗାଁକୁ ଯାଇ ସେଠାକାର ବନ୍ୟା ବିପନ୍ନଙ୍କ ସମସ୍ୟା ପଚାରି ବୁଝିଥିଲେ।</p> <p>ଗତ ସପ୍ତାହରେ ଖରସ୍ରୋତା, କାଣୀ ଓ ବ୍ରାହ୍ମଣୀ ନଦୀରେ ଆସିଥିବା ବନ୍ୟା ଦ୍ୱାରା ଜିଲ୍ଲାର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଯାଇଥିଲା।</p>

Ordigital Desk
  • Published: Sunday, 06 August 2017
  • Updated: 06 August 2017, 05:55 PM IST

Sports

Latest News

<p>କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଆଜି ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଛନ୍ତି। ବନ୍ୟା ଦ୍ୱାରା ସବୁଠାରୁ ଅଧିକ ପ୍ରଭାବିତ ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତରେ ପହଞ୍ଚିଥିଲେ ସାଂସଦ ବୈଜୟନ୍ତ। ସେଠାରେ ସେ ଲୋକଙ୍କ ସହ ଆଲୋଚନା କରିଥିଲେ। ପରେ ସେ ଚାଲିଚାଲି ରାଉଦିଆ, କୃଣ୍ଣଦାସପୁର ଆଦି ଗାଁକୁ ଯାଇ ସେଠାକାର ବନ୍ୟା ବିପନ୍ନଙ୍କ ସମସ୍ୟା ପଚାରି ବୁଝିଥିଲେ।</p><p>ଗତ ସପ୍ତାହରେ ଖରସ୍ରୋତା, କାଣୀ ଓ ବ୍ରାହ୍ମଣୀ ନଦୀରେ ଆସିଥିବା ବନ୍ୟା ଦ୍ୱାରା ଜିଲ୍ଲାର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଯାଇଥିଲା।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos