ରାମଚନ୍ଦ୍ର ହାଁସଦାଙ୍କୁ ଜେଲ୍‌ରେ ହେବ ଜେରା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନବଦିଗନ୍ତ ଚିଟ୍‌ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ସାଂସଦ ରାମଚନ୍ଦ୍ର ହାଁସଦାଙ୍କୁ ଜେଲ୍‌ରେ ହେବ ଜେରା। କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟର ଏକ ଟିମ୍ ହାଁସଦାଙ୍କୁ ଜେରା କରିବ। ଏଥିପାଇଁ ସ୍ୱତନ୍ତ୍ର ସିବିଆଇ କୋର୍ଟ କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରଣାଳୟକୁ ଅନୁମତି ଦେଇଛନ୍ତି। କୋର୍ଟଙ୍କ ଅନୁମତି ମୁତାବକ ଆସନ୍ତା ୨୦ ତାରିଖରେ କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟ ଜେରା କରିବ। ନବଦିଗନ୍ତ ଚିଟ୍‌ଫଣ୍ଡ ଠକେଇ ମାମଲାରେ ୨୦୧୪ ମସିହାରୁ ଗିରଫ ହୋଇ ରାମଚନ୍ଦ୍ର ହାଁସଦା ଜେଲ୍‌ରେ […]

MP-Ramchandra-Hansda

MP-Ramchandra-Hansda

Rakesh Mallick
  • Published: Sunday, 18 March 2018
  • Updated: 18 March 2018, 09:11 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନବଦିଗନ୍ତ ଚିଟ୍‌ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ସାଂସଦ ରାମଚନ୍ଦ୍ର ହାଁସଦାଙ୍କୁ ଜେଲ୍‌ରେ ହେବ ଜେରା। କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟର ଏକ ଟିମ୍ ହାଁସଦାଙ୍କୁ ଜେରା କରିବ। ଏଥିପାଇଁ ସ୍ୱତନ୍ତ୍ର ସିବିଆଇ କୋର୍ଟ କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରଣାଳୟକୁ ଅନୁମତି ଦେଇଛନ୍ତି।

କୋର୍ଟଙ୍କ ଅନୁମତି ମୁତାବକ ଆସନ୍ତା ୨୦ ତାରିଖରେ କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟ ଜେରା କରିବ। ନବଦିଗନ୍ତ ଚିଟ୍‌ଫଣ୍ଡ ଠକେଇ ମାମଲାରେ ୨୦୧୪ ମସିହାରୁ ଗିରଫ ହୋଇ ରାମଚନ୍ଦ୍ର ହାଁସଦା ଜେଲ୍‌ରେ ଅଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story