ବିଜେପୁରବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ ପଟ୍ଟନାୟକ

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପୁର ଉପନିର୍ବାଚନ ଜିତିବା ପରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେପୁରବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ,, ଓଡ଼ିଶାବାସୀ କେବେ ହିଂସାକୁ ସମର୍ଥନ କରନ୍ତି ନାହିଁ ବୋଲି ଏହି ଅବସରରେ ନବୀନ କହିଛନ୍ତି। ରୀତାଙ୍କ ବିଜୟକୁ ନେଇ ନବୀନ ଅଧିକ କ&rsquo;ଣ କହୁଛନ୍ତି ଦେଖନ୍ତୁ ଏହି ଭିଡିଓ।</p>

Ordigital Desk
  • Published: Wednesday, 28 February 2018
  • Updated: 28 February 2018, 06:00 PM IST

Sports

Latest News

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପୁର ଉପନିର୍ବାଚନ ଜିତିବା ପରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେପୁରବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ,, ଓଡ଼ିଶାବାସୀ କେବେ ହିଂସାକୁ ସମର୍ଥନ କରନ୍ତି ନାହିଁ ବୋଲି ଏହି ଅବସରରେ ନବୀନ କହିଛନ୍ତି। ରୀତାଙ୍କ ବିଜୟକୁ ନେଇ ନବୀନ ଅଧିକ କ&rsquo;ଣ କହୁଛନ୍ତି ଦେଖନ୍ତୁ ଏହି ଭିଡିଓ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos