ପପୁଙ୍କୁ ଏୟାର ଆମ୍ବୁଲାନ୍ସରେ ନିଆଯିବ ଦିଲ୍ଲୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଲିଉଡ କମେଡି କିଙ୍ଗ୍ ପପୁ ପମ୍ ପମ୍‌ଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଆଜି ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ନିଆଯିବ ବୋଲି ତାଙ୍କ ନିକଟ ସମ୍ପର୍କୀୟଙ୍କ ପକ୍ଷରୁ ସୂଚନା ମିଳିଛି। (ଅଗ୍ନାଶୟ) ପାନ୍‌କ୍ରିୟାସ ଜନିତ ରୋଗରେ ସେ ଆକ୍ରାନ୍ତ ହୋଇ ଗତ ୪ ଦିନ ହେଲା ପପୁ ପମ୍ ପମ୍ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ଦେଖିବାକୁ ହସ୍ପିଟାଲକୁ ବହୁ ସିନେ କଳାକାର ପହଞ୍ଚୁଛନ୍ତି।

Papu-Pam-Pam

Papu-Pam-Pam

Rakesh Mallick
  • Published: Tuesday, 15 May 2018
  • Updated: 15 May 2018, 08:57 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଲିଉଡ କମେଡି କିଙ୍ଗ୍ ପପୁ ପମ୍ ପମ୍‌ଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଆଜି ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ନିଆଯିବ ବୋଲି ତାଙ୍କ ନିକଟ ସମ୍ପର୍କୀୟଙ୍କ ପକ୍ଷରୁ ସୂଚନା ମିଳିଛି।

(ଅଗ୍ନାଶୟ) ପାନ୍‌କ୍ରିୟାସ ଜନିତ ରୋଗରେ ସେ ଆକ୍ରାନ୍ତ ହୋଇ ଗତ ୪ ଦିନ ହେଲା ପପୁ ପମ୍ ପମ୍ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ଦେଖିବାକୁ ହସ୍ପିଟାଲକୁ ବହୁ ସିନେ କଳାକାର ପହଞ୍ଚୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story