୮୩ ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

<p>କଟକ(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶା ପୋଲିସ ପାଳୁଛି ୮୩ ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ କଟକରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତା&rsquo;ସହ ଆୟୋଜିତ ପରେଡ୍&zwnj;ରେ ମିଳିତ ଅଭିବାଦନ ଗ୍ରହଣ କରିଥିଲେ। ଉଲ୍ଲେଖନୀୟ ସେବା ପାଇଁ କେତେକ ପୋଲିସ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଡିଜିପି ଡାକ୍ତର ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।</p> <p>ସେହିପରି ବାଲେଶ୍ୱର ପୋଲିସ ଲାଇନ ପଡ଼ିଆରେ ୮୩ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ଏସ୍&zwnj;ପି ବି. ଯୁଗଳ କିଶୋର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପରେଡ୍&zwnj;ରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ୬ଜଣ ପୋଲିସ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ରାଉରକେଲାରେ ୮୩ତମ ପୋଲିସ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏସ୍&zwnj;ପି ଉମାଶଙ୍କର ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ୨୦୧୭-୧୮ ଲାଗି ରାଉରକେଲା ପୋଲିସର ଶ୍ରେଷ୍ଠ ସବ୍ ଇନ୍ସପେକ୍ଟର ଭାବେ ବିକାଶ ସ୍ୱାଇଁ ପୁରସ୍କୃତ ହୋଇଛନ୍ତି। ଶ୍ରେଷ୍ଠ ଆସିଷ୍ଟାଣ୍ଟ ସବ୍-ଇନ୍ସପେକ୍ଟର ଭାବେ ନାରାୟଣ ଦଳାଇ ପୁରସ୍କୃତ ହୋଇଛନ୍ତି।</p>

Ordigital Desk
  • Published: Sunday, 01 April 2018
  • Updated: 01 April 2018, 02:06 PM IST

Sports

Latest News

<p>କଟକ(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶା ପୋଲିସ ପାଳୁଛି ୮୩ ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ କଟକରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତା&rsquo;ସହ ଆୟୋଜିତ ପରେଡ୍&zwnj;ରେ ମିଳିତ ଅଭିବାଦନ ଗ୍ରହଣ କରିଥିଲେ। ଉଲ୍ଲେଖନୀୟ ସେବା ପାଇଁ କେତେକ ପୋଲିସ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଡିଜିପି ଡାକ୍ତର ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।</p><p>ସେହିପରି ବାଲେଶ୍ୱର ପୋଲିସ ଲାଇନ ପଡ଼ିଆରେ ୮୩ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ଏସ୍&zwnj;ପି ବି. ଯୁଗଳ କିଶୋର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପରେଡ୍&zwnj;ରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ୬ଜଣ ପୋଲିସ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ରାଉରକେଲାରେ ୮୩ତମ ପୋଲିସ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏସ୍&zwnj;ପି ଉମାଶଙ୍କର ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ୨୦୧୭-୧୮ ଲାଗି ରାଉରକେଲା ପୋଲିସର ଶ୍ରେଷ୍ଠ ସବ୍ ଇନ୍ସପେକ୍ଟର ଭାବେ ବିକାଶ ସ୍ୱାଇଁ ପୁରସ୍କୃତ ହୋଇଛନ୍ତି। ଶ୍ରେଷ୍ଠ ଆସିଷ୍ଟାଣ୍ଟ ସବ୍-ଇନ୍ସପେକ୍ଟର ଭାବେ ନାରାୟଣ ଦଳାଇ ପୁରସ୍କୃତ ହୋଇଛନ୍ତି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos