ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ହୋଇପାରେ ପ୍ରାକ୍ ମୌସୁମୀ ବର୍ଷା

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେରଳ ଛୁଇଁବା ପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଧୀରେ ଧୀରେ ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, କେନ୍ଦୁଝର, ବାଲେଶ୍ୱର ଓ ମୟୂରଭଞ୍ଜ।</p> <p>ଏହାସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ଭଦ୍ରକ ଆଦି ସ୍ଥାନରେ କାଳବୈଶାଖୀ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୫ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବାର ସୂଚନା ମିଳିଛି।</p>

Ordigital Desk
  • Published: Saturday, 02 June 2018
  • Updated: 02 June 2018, 10:08 AM IST

Sports

Latest News

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେରଳ ଛୁଇଁବା ପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଧୀରେ ଧୀରେ ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, କେନ୍ଦୁଝର, ବାଲେଶ୍ୱର ଓ ମୟୂରଭଞ୍ଜ।</p><p>ଏହାସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ଭଦ୍ରକ ଆଦି ସ୍ଥାନରେ କାଳବୈଶାଖୀ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୫ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବାର ସୂଚନା ମିଳିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos