ଶ୍ରୀମନ୍ଦିରରେ ରାଷ୍ଟ୍ରପତି

<p>ପୁରୀ(ଓଡ଼ିଶା ରିପୋର୍ଟର): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସକାଳେ ଶ୍ରୀଜିଉଙ୍କୁ &nbsp;ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ପତ୍ନୀଙ୍କ ସହ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀମନ୍ଦିର ଯାଇଛନ୍ତି। କଡ଼ା ସୁରକ୍ଷାରେ ସର୍କିଟ ହାଉସରୁ ଆସି ପହଞ୍ଚିବା ପରେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ ଗଜପତି ମହାରାଜ ଦିବ୍ୟସିଂହ ଦେବ। କୌଳିକ ପଣ୍ଡା ମଧ୍ୟ ତାଙ୍କୁ ଖଣ୍ଡୁଆ ପ୍ରଦାନ କରି ସ୍ୱାଗତ କରିଥିଲେ। ଶ୍ରୀଜିଉଙ୍କୁ ଦର୍ଶନ କରି ୮ଟା ୧୫ ଯାଏଁ ବେଢ଼ା ବୁଲିବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସକାଳ ସାଢ଼େ ୬ରୁ ସାଢ଼େ ୮ଟା ଯାଏଁ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଛି।</p>

Ordigital Desk
  • Published: Sunday, 18 March 2018
  • Updated: 18 March 2018, 08:10 AM IST

Sports

Latest News

<p>ପୁରୀ(ଓଡ଼ିଶା ରିପୋର୍ଟର): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସକାଳେ ଶ୍ରୀଜିଉଙ୍କୁ &nbsp;ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ପତ୍ନୀଙ୍କ ସହ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀମନ୍ଦିର ଯାଇଛନ୍ତି। କଡ଼ା ସୁରକ୍ଷାରେ ସର୍କିଟ ହାଉସରୁ ଆସି ପହଞ୍ଚିବା ପରେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ ଗଜପତି ମହାରାଜ ଦିବ୍ୟସିଂହ ଦେବ। କୌଳିକ ପଣ୍ଡା ମଧ୍ୟ ତାଙ୍କୁ ଖଣ୍ଡୁଆ ପ୍ରଦାନ କରି ସ୍ୱାଗତ କରିଥିଲେ। ଶ୍ରୀଜିଉଙ୍କୁ ଦର୍ଶନ କରି ୮ଟା ୧୫ ଯାଏଁ ବେଢ଼ା ବୁଲିବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସକାଳ ସାଢ଼େ ୬ରୁ ସାଢ଼େ ୮ଟା ଯାଏଁ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos