ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏଥିପାଇଁ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ଗ୍ରହଣ କରାଯାଇଛି। ଭୁବନେଶ୍ୱରରେ ୩୦ ଫ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଗତକାଲି କମିଶନରେଟ୍ ପୋଲିସ ପକ୍ଷରୁ ଅନୁଷ୍ଠିତ ହୋଇଥିଲା କାରକେଡ ରିହରସଲ। ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବା ପରେ କଟକ ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କଟକ କମିଶନରେଟ ପୋଲିସ ପକ୍ଷରୁ ମଧ୍ୟ ପ୍ରସ୍ତୁତି ବୈଠକ ବସି ସୁରକ୍ଷା ବ୍ୟବସ୍ଥା କିଭଳି ରହିବ ସେନେଇ ଆଲୋଚନା ହୋଇଛି। କଟକ ଡିସିପି ସମସ୍ତ ଆଇଆଇସି ଏବଂ ଏସିପିଙ୍କ ସହ ଆଲୋଚନା କରିଛନ୍ତି। ସଭାସ୍ଥଳ, ଆନନ୍ଦ ଭବନ ଏବଂ ନେତାଜୀ ମ୍ୟୁଜିୟମରେ ସୁରକ୍ଷା ବ୍ୟବସ୍ଥାର ରୂପରେଖ ନେଇ ବିସ୍ତୃତ ଆଲୋଚନା କରାଯାଇଛି।

Ordigital Desk
• Published: Friday, 16 March 2018
• Updated: 16 March 2018, 08:15 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏଥିପାଇଁ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ଗ୍ରହଣ କରାଯାଇଛି। ଭୁବନେଶ୍ୱରରେ ୩୦ ଫ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଗତକାଲି କମିଶନରେଟ୍ ପୋଲିସ ପକ୍ଷରୁ ଅନୁଷ୍ଠିତ ହୋଇଥିଲା କାରକେଡ ରିହରସଲ। ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବା ପରେ କଟକ ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କଟକ କମିଶନରେଟ ପୋଲିସ ପକ୍ଷରୁ ମଧ୍ୟ ପ୍ରସ୍ତୁତି ବୈଠକ ବସି ସୁରକ୍ଷା ବ୍ୟବସ୍ଥା କିଭଳି ରହିବ ସେନେଇ ଆଲୋଚନା ହୋଇଛି। କଟକ ଡିସିପି ସମସ୍ତ ଆଇଆଇସି ଏବଂ ଏସିପିଙ୍କ ସହ ଆଲୋଚନା କରିଛନ୍ତି। ସଭାସ୍ଥଳ, ଆନନ୍ଦ ଭବନ ଏବଂ ନେତାଜୀ ମ୍ୟୁଜିୟମରେ ସୁରକ୍ଷା ବ୍ୟବସ୍ଥାର ରୂପରେଖ ନେଇ ବିସ୍ତୃତ ଆଲୋଚନା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos