ଥେରୁବାଲି ଇମ୍ଫାରେ ପୁଣି ଆନ୍ଦୋଳନ

ରାୟଗଡ଼ା(ମନୋଜ ପାତ୍ର): ରାୟଗଡ଼ା ଥେରୁବାଲି ସ୍ଥିତ ଇମ୍ଫା କାରଖାନାରେ ପୁଣି ଆନ୍ଦୋଳନ ତେଜିଲା। ଆଜି ସକାଳ ୮ଟାରୁ କମ୍ପାନୀ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନରେ ବସିଛନ୍ତି ସ୍ଥାନୀୟ ବାସିନ୍ଦା। ଇମ୍ଫା କର୍ତ୍ତୃପକ୍ଷ ଦେଇଥିବା ପ୍ରତିଶ୍ରୁତି ପାଳନ କରିବାରେ ଅବହେଳା ଅଭିଯୋଗ କରି ଆନ୍ଦୋଳନ ଚଳାଇଛନ୍ତି ସ୍ଥାନୀୟ ବାସିନ୍ଦା। ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି। ପୂର୍ବରୁ ଗତ ଏପ୍ରିଲ ୨୩ରେ ଦୀର୍ଘ ୧୮ ଦିନ […]

imfa

imfa

Rakesh Mallick
  • Published: Wednesday, 27 June 2018
  • Updated: 27 June 2018, 10:52 AM IST

Sports

Latest News

ରାୟଗଡ଼ା(ମନୋଜ ପାତ୍ର): ରାୟଗଡ଼ା ଥେରୁବାଲି ସ୍ଥିତ ଇମ୍ଫା କାରଖାନାରେ ପୁଣି ଆନ୍ଦୋଳନ ତେଜିଲା। ଆଜି ସକାଳ ୮ଟାରୁ କମ୍ପାନୀ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନରେ ବସିଛନ୍ତି ସ୍ଥାନୀୟ ବାସିନ୍ଦା। ଇମ୍ଫା କର୍ତ୍ତୃପକ୍ଷ ଦେଇଥିବା ପ୍ରତିଶ୍ରୁତି ପାଳନ କରିବାରେ ଅବହେଳା ଅଭିଯୋଗ କରି ଆନ୍ଦୋଳନ ଚଳାଇଛନ୍ତି ସ୍ଥାନୀୟ ବାସିନ୍ଦା। ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି।

ପୂର୍ବରୁ ଗତ ଏପ୍ରିଲ ୨୩ରେ ଦୀର୍ଘ ୧୮ ଦିନ ଧରି କମ୍ପାନୀ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଜିଲ୍ଲା ପ୍ରଶାସନ, କମ୍ପାନୀ କର୍ତ୍ତୃପକ୍ଷ ଓ ଶ୍ରମିକଙ୍କ ମଧ୍ୟରେ ତ୍ରିପାକ୍ଷିକ ଆଲୋଚନା ପରେ ଆନ୍ଦୋଳନରୁ ଓହରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos