ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ରଘୁନାଥ ମହାପାତ୍ର

ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଇଛନ୍ତି ବିଶିଷ୍ଟ ଭାସ୍କର୍ଯୀ ଶିଳ୍ପୀ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର। ତାଙ୍କ ସହ ବିଶିଷ୍ଟ ନୃତ୍ୟଶିଳ୍ପୀ ସୋନାଲ ମାନସିଂହ ମଧ୍ୟ ଶପଥ ନେଇଛନ୍ତି। ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର ପଥରରେ ବିଭିନ୍ନ କାରୁକାର୍ଯ୍ୟ କରି ଦେଶ ବିଦେଶରେ ଖ୍ୟାତି ଅର୍ଜନ କରିଛନ୍ତି। ନୃତ୍ୟଶିଳ୍ପୀ ସୋନାଲ ମାନସିଂହ ଓଡ଼ିଶୀ ଓ ଭାରତନାଟ୍ୟମ୍‌ରେ ବେଶ ନିପୁଣ। ଏଥିସହ ମଣିପୁରୀ ଓ କୁଚିପୁଡ଼ି ନୃତ୍ୟରେ ମଧ୍ୟ ତାଙ୍କର ଦକ୍ଷତା ରହିଛି। ଉଭୟଙ୍କୁ […]

raghunath

raghunath

Rakesh Mallick
  • Published: Wednesday, 18 July 2018
  • Updated: 18 July 2018, 02:22 PM IST

Sports

Latest News

ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଇଛନ୍ତି ବିଶିଷ୍ଟ ଭାସ୍କର୍ଯୀ ଶିଳ୍ପୀ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର। ତାଙ୍କ ସହ ବିଶିଷ୍ଟ ନୃତ୍ୟଶିଳ୍ପୀ ସୋନାଲ ମାନସିଂହ ମଧ୍ୟ ଶପଥ ନେଇଛନ୍ତି।

ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର ପଥରରେ ବିଭିନ୍ନ କାରୁକାର୍ଯ୍ୟ କରି ଦେଶ ବିଦେଶରେ ଖ୍ୟାତି ଅର୍ଜନ କରିଛନ୍ତି। ନୃତ୍ୟଶିଳ୍ପୀ ସୋନାଲ ମାନସିଂହ ଓଡ଼ିଶୀ ଓ ଭାରତନାଟ୍ୟମ୍‌ରେ ବେଶ ନିପୁଣ। ଏଥିସହ ମଣିପୁରୀ ଓ କୁଚିପୁଡ଼ି ନୃତ୍ୟରେ ମଧ୍ୟ ତାଙ୍କର ଦକ୍ଷତା ରହିଛି। ଉଭୟଙ୍କୁ ରାଜ୍ୟସଭା ସଦସ୍ୟ ଭାବେ ରଥଯାତ୍ରା ଦିନ ମନୋନୀତ କରିଥିଲେ ରାଷ୍ଟ୍ରପତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story