ରାତିରେ ବର୍ଷିବ; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ପ୍ରବଳ ବର୍ଷା ହେବ। ବଜ୍ରପାତ ବି ହେବ। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବ। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଭଦ୍ରକ, ଯାଜପୁର, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। କୁଆପଥର ମାଡ଼ ମଧ୍ୟ ହେବ। ପବନର ବେଗ ୫୦ରୁ ୬୦ […]

andhrarains--621x414

andhrarains--621x414

Rakesh Mallick
  • Published: Wednesday, 16 May 2018
  • Updated: 16 May 2018, 10:15 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ପ୍ରବଳ ବର୍ଷା ହେବ। ବଜ୍ରପାତ ବି ହେବ। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବ। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଭଦ୍ରକ, ଯାଜପୁର, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। କୁଆପଥର ମାଡ଼ ମଧ୍ୟ ହେବ। ପବନର ବେଗ ୫୦ରୁ ୬୦ କିମି ପବନ ରହିବ। ତେଣୁ ବାହାରକୁ ନବାହାରିବା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଜି ରାତି ସାଢ଼େ ୯ଟା ବେଳେ ଭୁବନେଶ୍ୱର ଆଖପାଖ ଅଞ୍ଚଳରେ ବର୍ଷା ହୋଇଛି। ପବନ ବୋହିବା ସହିତ ଘଡ଼ଘଡ଼ି ମଧ୍ୟ ମାରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story