ଦିନ ୧୨ଟା ୪୫ ମଧ୍ୟରେ ୮ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଆଜି ୮ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଆଠଟି ଜିଲ୍ଲା ହେଉଛି- ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଏହି ସବୁ ଜିଲ୍ଲାଗୁଡ଼ିକରେ ଦିନ ୧୨ଟା ୪୫ ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବ। କୁଆପଥର ମାଡ଼ ବି ହେବ। ଏହା ସହିତ ୫୦ ରୁ ୬୦ କି.ମି […]

rain

rain

Rakesh Mallick
  • Published: Thursday, 03 May 2018
  • Updated: 03 May 2018, 09:46 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଆଜି ୮ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଆଠଟି ଜିଲ୍ଲା ହେଉଛି- ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଏହି ସବୁ ଜିଲ୍ଲାଗୁଡ଼ିକରେ ଦିନ ୧୨ଟା ୪୫ ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବ। କୁଆପଥର ମାଡ଼ ବି ହେବ। ଏହା ସହିତ ୫୦ ରୁ ୬୦ କି.ମି ବେଗରେ ପବନ ବହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos