ସାଢ଼େ ଚାରିଟା ଯାଏଁ ସତର୍କ ରୁହନ୍ତୁ

lightining

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ବର୍ଷା ଏବଂ ବଜ୍ରପାତ ନେଇ ୮ଟି ଜିଲ୍ଲାକୁ ସତର୍କ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।  ଯାଜପୁର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ କୁହାଯାଇଛି। ଆଜି ଅପରାହ୍ନ ୪ଟା ୩୦ ଯାଏଁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି।

Previous ArticleNext Article

Leave a Reply

Send this to a friend