ଓଡ଼ିଶାରେ ରାଷ୍ଟ୍ରପତି

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତି ହେବା ପରେ କୋବିନ୍ଦଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ। ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ। ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରେ ପହଞ୍ଚିଲା ପରେ ରାଜ୍ୟପାଳ ଏସ୍&zwnj;.ସି ଜମିର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ପୋଲିସ ଡିଜି ଆର.ପି ଶର୍ମା, ପୋଲିସ କମିଶନର ୱାଇ.ବି ଖୁରାନିଆ, ମୁଖ୍ୟ ଶାସନ ସଚିବ ସମେତ ଅନେକ ପଦାଧିକାରୀ ତାଙ୍କୁ ସ୍ୱାଗତ କରିଥିଲେ।</p> <p>ଏହାପରେ ବିମାନ ବନ୍ଦର ପରିସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା।</p>

Ordigital Desk
  • Published: Saturday, 17 March 2018
  • Updated: 17 March 2018, 10:52 AM IST

Sports

Latest News

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତି ହେବା ପରେ କୋବିନ୍ଦଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ। ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ। ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରେ ପହଞ୍ଚିଲା ପରେ ରାଜ୍ୟପାଳ ଏସ୍&zwnj;.ସି ଜମିର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ପୋଲିସ ଡିଜି ଆର.ପି ଶର୍ମା, ପୋଲିସ କମିଶନର ୱାଇ.ବି ଖୁରାନିଆ, ମୁଖ୍ୟ ଶାସନ ସଚିବ ସମେତ ଅନେକ ପଦାଧିକାରୀ ତାଙ୍କୁ ସ୍ୱାଗତ କରିଥିଲେ।</p><p>ଏହାପରେ ବିମାନ ବନ୍ଦର ପରିସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos