ରେଭେନ୍ସାରେ ଛାତ୍ର ଅଶାନ୍ତି, କୁଳପତିଙ୍କ ଅଫିସ୍‌ ଆଗରେ ଧାରଣା
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରେଭେନ୍ସା କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଫି’ ବୃଦ୍ଧି ପ୍ରତ୍ୟାହାର ଓ ହଷ୍ଟେଲ ଛାଡ଼ିବା ନିର୍ଦ୍ଦେଶ ପ୍ରତିବାଦରେ କୁଳପତିଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି ଛାତ୍ରଛାତ୍ରୀ।
ହଷ୍ଟେଲ ନବୀକରଣ ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆସନ୍ତା ୨୮ତାରିଖ ସୁଦ୍ଧା ହଷ୍ଟେଲ ଛାଡ଼ିବାକୁ ନୋଟିସ୍ ଦେଇଛନ୍ତି। ତେବେ ଏହାକୁ ଛାତ୍ରଛାତ୍ରୀ ବିରୋଧ କରିଛନ୍ତି। ଫଳରେ ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ର ଅଶାନ୍ତି ସୃଷ୍ଟି ହୋଇଛି।
https://youtu.be/JUmRuyDknQ0
Ordigital Desk
• Published: Tuesday, 08 May 2018
• Updated: 08 May 2018, 02:55 PM IST
Sports
Latest News
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରେଭେନ୍ସା କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଫି’ ବୃଦ୍ଧି ପ୍ରତ୍ୟାହାର ଓ ହଷ୍ଟେଲ ଛାଡ଼ିବା ନିର୍ଦ୍ଦେଶ ପ୍ରତିବାଦରେ କୁଳପତିଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି ଛାତ୍ରଛାତ୍ରୀ।
ହଷ୍ଟେଲ ନବୀକରଣ ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆସନ୍ତା ୨୮ତାରିଖ ସୁଦ୍ଧା ହଷ୍ଟେଲ ଛାଡ଼ିବାକୁ ନୋଟିସ୍ ଦେଇଛନ୍ତି। ତେବେ ଏହାକୁ ଛାତ୍ରଛାତ୍ରୀ ବିରୋଧ କରିଛନ୍ତି। ଫଳରେ ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ର ଅଶାନ୍ତି ସୃଷ୍ଟି ହୋଇଛି।
https://youtu.be/JUmRuyDknQ0
telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Trending
Photos
Videos