ଗଛରେ ପଟିହେଲା ବସ୍

ସୁବର୍ଣ୍ଣପୁର (ଓଡିଶା ରିପୋର୍ଟର): ସୁବର୍ଣ୍ଣପୁରରେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ଏକ ବସ୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଛି। ସୋନପୁର-ସମ୍ବଲପୁର ରାସ୍ତାର ଅଇଁଲାଛାଟ ନିକଟରେ ଏହି  ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୮ ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି। ଆହତମାନଙ୍କୁ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Previous ArticleNext Article

Send this to a friend