ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ଜୋର ଧରିଲା ରମାଦେବୀ ବିଶ୍ୱବିଦ୍ୟାଳୟ ଦ୍ୱିତୀୟ କ୍ୟାମ୍ପସ୍‌ ପାଇଁ ଜମି ଚିହ୍ନଟ ଦାବି। ଏନେଇ ଆଜି ବିଶ୍ୱବିଦ୍ୟାଳୟର ଛାତ୍ରୀମାନେ ରାସ୍ତାରୋକ କରିଥିଲେ। ଏହାସହ ରମାଦେବୀରେ ପୁଣି ଥରେ ଅଟୋନୋମସ୍ ଲାଗୁ ପାଇଁ ଦାବି କରିଛନ୍ତି। ରମାଦେବୀ କଲେଜକୁ ବିଶ୍ୱବିଦ୍ୟାଳୟ ଘୋଷଣା ପରେ ଏହି ଶିକ୍ଷାନୁଷ୍ଠାନର ଅଟୋନୋମସ୍ ମାନ୍ୟତା ହଟିଛି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।