ଲଗାଣ ବର୍ଷାରେ ଧୋଇଗଲା ରାସ୍ତା

<p>ବାଲିଗୁଡ଼ା(ଅଜିତ ନାୟକ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିକଟ ସିତାପଡ଼ି ଠାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତା ଧୋଇ ଯାଇଛି। ଫଳରେ ରାୟପୁର-ଗୋପାଳପୁର ୫୯ ନମ୍ୱର ଜାତୀୟ ରାଜପଥରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।</p> <p>ଏଥିସହ ବାଲିଗୁଡ଼ାରୁ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ଗାଡ଼ି ଚଳାଚଳ ବନ୍ଦ ରହିଛି। ରାସ୍ତାର ଉଭୟ ଦିଗରେ ଶତାଧିକ ଗାଡ଼ି ଅଟକି ରହିଛି। ବସ୍&zwnj; ଗୁଡ଼ିକ ଅଟକି ରହିବା ଯୋଗୁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।</p>

Ordigital Desk
  • Published: Tuesday, 14 August 2018
  • Updated: 14 August 2018, 09:00 AM IST

Sports

Latest News

<p>ବାଲିଗୁଡ଼ା(ଅଜିତ ନାୟକ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିକଟ ସିତାପଡ଼ି ଠାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତା ଧୋଇ ଯାଇଛି। ଫଳରେ ରାୟପୁର-ଗୋପାଳପୁର ୫୯ ନମ୍ୱର ଜାତୀୟ ରାଜପଥରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।</p><p>ଏଥିସହ ବାଲିଗୁଡ଼ାରୁ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ଗାଡ଼ି ଚଳାଚଳ ବନ୍ଦ ରହିଛି। ରାସ୍ତାର ଉଭୟ ଦିଗରେ ଶତାଧିକ ଗାଡ଼ି ଅଟକି ରହିଛି। ବସ୍&zwnj; ଗୁଡ଼ିକ ଅଟକି ରହିବା ଯୋଗୁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos