ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ପୁରୀ(ମଧୁସୂଦନ ମିଶ୍ର): ବିଶିଷ୍ଟ ଶିଳ୍ପପତି ସ୍ୱର୍ଗତ ବଂଶୀଧର ପଣ୍ଡାଙ୍କୁ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଆଜି ବଂଶୀଧରଙ୍କ ଏକାଦଶାହ ଅବସରରେ ପୁରୀ ବେଳାଭୂମିରେ ତାଙ୍କ ବାଲୁକା କଳା କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ।<a href="">(image) </a></p> <p>ଓଡ଼ିଶାର ଗର୍ବ ତଥା ଖ୍ୟାତନାମା ଶିଳ୍ପପତି ବଂଶୀଧର ପଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ବୋଲି ସୁଦର୍ଶନ ଏହି ବାଲୁକା କଳାରେ ଉଲ୍ଲେଖ କରିଛନ୍ତି ।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।