ସରପଞ୍ଚଙ୍କ ସ୍ୱାମୀଙ୍କୁ ଛୁରାମାଡ଼

jajpur

ଯାଜପୁର(ଓଡିଶା ରିପୋର୍ଟର): ଯାଜପୁର ଜିଲ୍ଲା କୋରେଇ ବ୍ଲକ କନ୍ତର ପଞ୍ଚାୟତର ସରପଞ୍ଚଙ୍କ ସ୍ୱାମୀଙ୍କୁ ଛୁରାମାଡ଼ କରାଯାଇଛି। ରାଜନୈତିକ ଶତ୍ରୁତା କାରଣରୁ ତାଙ୍କୁ ଛୁରାମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। ଛୁରାମାଡ଼ରେ ସରପଞ୍ଚ ସ୍ୱାମୀ ରମେଶ ଭୂୟାଁ ଗୁରୁତର ‌ଆହତ ହୋଇଛନ୍ତି। ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

କନ୍ତର ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ଭାଇ ଏହି ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି।

Previous ArticleNext Article

Send this to a friend