ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ନୀଳଗିରି ଏନ୍ଏସି ଅଧିନ ମିରିଗିଣୀ ଗାଁରୁ ୧୫ ଫୁଟ୍ ଲମ୍ବର ଅହିରାଜ ସାପ ଉଦ୍ଧାର କରାଯାଇଛି। ସେହି ଗାଁର ବାବୁଲି ବେହେରାଙ୍କ ବାଡ଼ିରେ ଏହି ସାପ ଦେଖିବାକୁ ମିଳିଥିଲା। ସାପକୁ କୌଶଳ କ୍ରମେ ଧରି ବନବିଭାଗକୁ ଖବର ଦେଇଥିଲେ ବାବୁଲି। ବେହେରା ବାବୁଲିଙ୍କ ଘରେ ପହଞ୍ଚି ସାପକୁ ଉଦ୍ଧାର କରିଥିଲେ ବନବିଭାଗ କର୍ତ୍ତୃପକ୍ଷ।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।