ସୋର: ପୂର୍ବତନ ବିଧାୟକ କାର୍ତ୍ତିକ ଚନ୍ଦ୍ର ମହାପାତ୍ରଙ୍କ ପରଲୋକ

ସୋର: ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା କାର୍ତ୍ତିକ ଚନ୍ଦ୍ର ମହାପାତ୍ରଙ୍କ ପରଲୋକ ହୋଇଯାଇଛି। ଗତ ସପ୍ତାହଠୁ ସେ ଅସୁସ୍ଥ ହୋଇ ନୂଆଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ।  ଗତକାଲି ରାତି ପ୍ରାୟ ୧୧ଟା ୫୦ ମିନିଟରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। କାର୍ତ୍ତିକ ଚାରି ଥର ବିଧାୟକ ଏବଂ ଥରେ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୫ ମସିହାରେ ଜାନକୀ ବଲ୍ଲଭ […]

kathikavhnda mahapatra

kathikavhnda mahapatra

Rakesh Mallick
  • Published: Monday, 13 July 2015
  • Updated: 13 July 2015, 04:10 AM IST

Sports

Latest News

ସୋର: ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା କାର୍ତ୍ତିକ ଚନ୍ଦ୍ର ମହାପାତ୍ରଙ୍କ ପରଲୋକ ହୋଇଯାଇଛି। ଗତ ସପ୍ତାହଠୁ ସେ ଅସୁସ୍ଥ ହୋଇ ନୂଆଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ।  ଗତକାଲି ରାତି ପ୍ରାୟ ୧୧ଟା ୫୦ ମିନିଟରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। କାର୍ତ୍ତିକ ଚାରି ଥର ବିଧାୟକ ଏବଂ ଥରେ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୫ ମସିହାରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ରାଜସ୍ୱ ବିଭାଗ ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ ତୁଲାଇଥିଲେ। ତାଙ୍କ ବିୟୋଗରେ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story