ପିକ୍‌ଅପ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ସୋର: କୁକୁଡା ବୋଝେଇ ପିକଅପ୍ ଗାଡି ଧକ୍କାରେ ଜଣଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ଏକ ପିକଅପ୍ ଭ୍ୟାନ୍‌ରେ ନିଆଁ ଲଗାଇ ଦେଇଛନ୍ତି। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବାହନଗାର ତାଳକୁରୁଣିଆ ନିକଟରେ। ବାଇକକୁ କୁକୁଡା ବୋଝେଇ ପିକଅପ୍ ଭ୍ୟାନ୍ ସାମ୍ନାସାମ୍ନି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ  ଗଣେଶଚନ୍ଦ୍ର ପାଣିଗ୍ରାହୀ ନାମକ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। […]

fire

fire

Rakesh Mallick
  • Published: Saturday, 05 August 2017
  • Updated: 06 August 2017, 03:41 PM IST

ସୋର: କୁକୁଡା ବୋଝେଇ ପିକଅପ୍ ଗାଡି ଧକ୍କାରେ ଜଣଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ଏକ ପିକଅପ୍ ଭ୍ୟାନ୍‌ରେ ନିଆଁ ଲଗାଇ ଦେଇଛନ୍ତି। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବାହନଗାର ତାଳକୁରୁଣିଆ ନିକଟରେ।

ବାଇକକୁ କୁକୁଡା ବୋଝେଇ ପିକଅପ୍ ଭ୍ୟାନ୍ ସାମ୍ନାସାମ୍ନି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ  ଗଣେଶଚନ୍ଦ୍ର ପାଣିଗ୍ରାହୀ ନାମକ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତାରୋକ କରିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଦାବି କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos