ଭୁବନେଶ୍ୱର ହାଇଟେକ୍ ମେଡିକାଲ କଲେଜରେ ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର(ଓଡିଶା ରିପୋର୍ଟର): ଭୁବନେଶ୍ୱର ହାଇଟେକ୍ ମେଡିକାଲ କଲେଜର ଜଣେ ନର୍ସିଂ ଛାତ୍ରୀ ଅତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଆଜି ଅପରାହ୍ନରେ ଛାତ୍ରୀ ନିବାସର ତୃତୀୟ ମହଲା ଛାତରୁ ଡେଇଁ ସେ ଅତ୍ମହତ୍ୟା ଉଦ୍ୟମ କରିଥିଲେ।

ସେ ନର୍ସିଂ କଲେଜର ତୃତୀୟ ବର୍ଷର ଛାତ୍ରୀ । ଗୁରୁତର ଅବସ୍ଥାରେ ତାଙ୍କୁ ହାଇଟେକ ମେଡିକାଲ କଲେଜ୍ ICUରେ ଭର୍ତ୍ତି କରାଯାଇଛି । ସେପଟେ ଘଟଣା ପାଇଁ ନର୍ସିଂ କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ ବୋଲି ଛାତ୍ରୀଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି । କଲେଜ କର୍ତ୍ତୃପକ୍ଷ ମାନସିକ ନିର୍ଯାତନା ଦେଉଥିବା ଯୋଗୁଁ ସେ ଅତ୍ମହତ୍ୟା ଉଦ୍ୟମ କରିଛନ୍ତି ବୋଲି ପରିବାର ଲୋକେ କହିଛନ୍ତି । ଏନେଇ ମଞ୍ଚେଶ୍ୱର ଥାନାରେ ଏକ ମାମଲା ରୁଜୁ ହୋଇଛି। ସେପଟେ ଅଭିଯୋଗକୁ କଲେଜ

ଅଧ୍ୟକ୍ଷା ଖଣ୍ଡନ କରିଛନ୍ତି ।

Ordigital Desk
• Published: Monday, 09 April 2018
• Updated: 09 April 2018, 10:37 PM IST

Sports

Latest News

ଭୁବନେଶ୍ୱର(ଓଡିଶା ରିପୋର୍ଟର): ଭୁବନେଶ୍ୱର ହାଇଟେକ୍ ମେଡିକାଲ କଲେଜର ଜଣେ ନର୍ସିଂ ଛାତ୍ରୀ ଅତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଆଜି ଅପରାହ୍ନରେ ଛାତ୍ରୀ ନିବାସର ତୃତୀୟ ମହଲା ଛାତରୁ ଡେଇଁ ସେ ଅତ୍ମହତ୍ୟା ଉଦ୍ୟମ କରିଥିଲେ।

ସେ ନର୍ସିଂ କଲେଜର ତୃତୀୟ ବର୍ଷର ଛାତ୍ରୀ । ଗୁରୁତର ଅବସ୍ଥାରେ ତାଙ୍କୁ ହାଇଟେକ ମେଡିକାଲ କଲେଜ୍ ICUରେ ଭର୍ତ୍ତି କରାଯାଇଛି । ସେପଟେ ଘଟଣା ପାଇଁ ନର୍ସିଂ କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ ବୋଲି ଛାତ୍ରୀଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି । କଲେଜ କର୍ତ୍ତୃପକ୍ଷ ମାନସିକ ନିର୍ଯାତନା ଦେଉଥିବା ଯୋଗୁଁ ସେ ଅତ୍ମହତ୍ୟା ଉଦ୍ୟମ କରିଛନ୍ତି ବୋଲି ପରିବାର ଲୋକେ କହିଛନ୍ତି । ଏନେଇ ମଞ୍ଚେଶ୍ୱର ଥାନାରେ ଏକ ମାମଲା ରୁଜୁ ହୋଇଛି। ସେପଟେ ଅଭିଯୋଗକୁ କଲେଜ

ଅଧ୍ୟକ୍ଷା ଖଣ୍ଡନ କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos