ଆଉ ୨ ସ୍ୱାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ: ରୋଗୀ ସଂଖ୍ୟା ୩୪କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କାୟା ମେଲାଉଛି ସ୍ୱାଇନ୍ ଫ୍ଲୁ। ଆଜି ଦୁଇ ଜଣ ରୋଗୀ ଚିହ୍ନଟ ହେବା ପରେ ରାଜ୍ୟରେ ଏହି ରୋଗୀଙ୍କ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ଏହି ରୋଗରେ ବର୍ତ୍ତମାନ ସୁଦ୍ଧା ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ସ୍ୱାଇନ୍ ଫ୍ଲୁର ସ୍ଥିତି ନେଇ ସମୀକ୍ଷା କରିବା ପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ସରକାରୀ ଓ ବେସରକାରୀ ଡାକ୍ତରଖାନାକୁ  ନିଜସ୍ୱ ସ୍ୱତନ୍ତ୍ର ୱାର୍ଡ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ୭, କୋରାପୁଟରେ […]

swine-flu-5

swine-flu-5

Rakesh Mallick
  • Published: Sunday, 06 August 2017
  • Updated: 06 August 2017, 10:12 PM IST

Sports

Latest News

ଭୁବନେଶ୍ୱର: ରାଜ୍ୟରେ କାୟା ମେଲାଉଛି ସ୍ୱାଇନ୍ ଫ୍ଲୁ। ଆଜି ଦୁଇ ଜଣ ରୋଗୀ ଚିହ୍ନଟ ହେବା ପରେ ରାଜ୍ୟରେ ଏହି ରୋଗୀଙ୍କ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ଏହି ରୋଗରେ ବର୍ତ୍ତମାନ ସୁଦ୍ଧା ଜଣଙ୍କ ମୃତ୍ୟୁ ଘଟିଛି।

ଅନ୍ୟପକ୍ଷରେ ସ୍ୱାଇନ୍ ଫ୍ଲୁର ସ୍ଥିତି ନେଇ ସମୀକ୍ଷା କରିବା ପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ସରକାରୀ ଓ ବେସରକାରୀ ଡାକ୍ତରଖାନାକୁ  ନିଜସ୍ୱ ସ୍ୱତନ୍ତ୍ର ୱାର୍ଡ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ୭, କୋରାପୁଟରେ ୪ ଓ ସୁନ୍ଦରଗଡ଼ରେ ୨ ଜଣ ରୋଗୀ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସ୍ୱାଇନ୍ ଫ୍ଲୁ ସ୍ଥିତିକୁ ଦେଖି, ସତର୍କ ରହିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story