ତାତିରୁ ମିଳିଛି ଆଶ୍ୱସ୍ତି: ଆଜି ବି ହୋଇପାରେ କାଳବୈଶାଖୀ

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାତିରୁ ମିଳିଛି ନିସ୍ତାର। ଆଭ୍ୟନ୍ତରୀଣ ସହ ଉପକୂଳ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି। ତେବେ କାଳବୈଶାଖୀ ଯୋଗୁଁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ମିଳିଛି।</p> <p>ଆଜି ମଧ୍ୟ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।</p>

Ordigital Desk
  • Published: Saturday, 07 April 2018
  • Updated: 07 April 2018, 09:22 AM IST

Sports

Latest News

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାତିରୁ ମିଳିଛି ନିସ୍ତାର। ଆଭ୍ୟନ୍ତରୀଣ ସହ ଉପକୂଳ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି। ତେବେ କାଳବୈଶାଖୀ ଯୋଗୁଁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ମିଳିଛି।</p><p>ଆଜି ମଧ୍ୟ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos