ତାତିରୁ ମିଳିଛି ଆଶ୍ୱସ୍ତି: ଆଜି ବି ହୋଇପାରେ କାଳବୈଶାଖୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାତିରୁ ମିଳିଛି ନିସ୍ତାର। ଆଭ୍ୟନ୍ତରୀଣ ସହ ଉପକୂଳ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି। ତେବେ କାଳବୈଶାଖୀ ଯୋଗୁଁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ମିଳିଛି।

ଆଜି ମଧ୍ୟ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Previous ArticleNext Article

Send this to a friend