କୁଆପଥର ମାଡ଼ ସହ ବର୍ଷା ଆଶଙ୍କା: ୬ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୬ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ସହ କୁଆପଥର ମାଡ଼ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ହେବ ବୋଲି କୁହାଯାଇଛି। ରାତି ୮ଟା ପର୍ଯ୍ୟନ୍ତ […]

Lightning

Lightning

Rakesh Mallick
  • Published: Sunday, 03 June 2018
  • Updated: 03 June 2018, 04:51 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୬ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ସହ କୁଆପଥର ମାଡ଼ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ହେବ ବୋଲି କୁହାଯାଇଛି।

ରାତି ୮ଟା ପର୍ଯ୍ୟନ୍ତ ଘରୁ ନବାହାରିବାକୁ ଏହି ଜିଲ୍ଲାଗୁଡିକର ଲୋକଙ୍କୁ ପରାମର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story