ଏହି ୬ ଜିଲ୍ଲାରେ ହୋଇପାରେ ଝଡ଼ବର୍ଷା ସାଙ୍ଗକୁ କୁଆପଥର ମାଡ଼

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରାୟ ସବୁଦିନେ ରାଜ୍ୟର କୌଣସି ନା କୌଣସି ସ୍ଥାନରେ କାଳବୈଶାଖୀ ବର୍ଷା ହେଉଛି। ଆଜି ବି ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ୬ଟି ଜିଲ୍ଲାର ଲୋକଙ୍କୁ ସତର୍କ କରାଯାଇଛି। ରାତି ୮ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି  କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି ଓ ନୟାଗଡ଼। ଏହି ସବୁ […]

thunder

thunder

Rakesh Mallick
  • Published: Thursday, 24 May 2018
  • Updated: 24 May 2018, 05:12 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରାୟ ସବୁଦିନେ ରାଜ୍ୟର କୌଣସି ନା କୌଣସି ସ୍ଥାନରେ କାଳବୈଶାଖୀ ବର୍ଷା ହେଉଛି। ଆଜି ବି ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ୬ଟି ଜିଲ୍ଲାର ଲୋକଙ୍କୁ ସତର୍କ କରାଯାଇଛି। ରାତି ୮ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି  କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି ଓ ନୟାଗଡ଼। ଏହି ସବୁ ଜିଲ୍ଲାରେ ବର୍ଷା, କୁଆପଥର ମାଡ଼ ସହିତ ବଜ୍ରପାତ ହେବ ଏବଂ ଘଣ୍ଟାପ୍ରତି ୫୦ରୁ ୬୦ କି.ମି ବେଗରେ ପବନ ବି ହୋଇପାରେ ବୋଲି କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story