କାଳବୈଶାଖୀ ସତର୍କତା: ୨୪ ଘଣ୍ଟା ପର୍ଯ୍ୟନ୍ତ ମେଘୁଆ ରହିବ ଆକାଶ

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କାଳବୈଶାଖୀ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆକାଶ ମେଘାଛନ୍ନ ରହିବ। ଏହାସହ ଘଡ଼ଘଡ଼ି ଓ କୂଆପଥର ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ଘଣ୍ଟାପ୍ରତି ୪୫ରୁ ୬୫ କିଲୋମିଟର ବେଗରେ ପବନ ବହିବାର ପୂର୍ବାନୁମାନ କରାଯାଇଛି। ଏହି ସମୟରେ ସମୁଦ୍ରରେ ଉଚ୍ଚ ଜୁଆର ଆସିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।</p> <p>ଗତକାଲି ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ଭଲ ବର୍ଷା ହୋଇଥିଲା। ତେବେ ଟିଟଲାଗଡରେ କିନ୍ତୁ ପାରଦ ୪୧.୫ ଡିଗ୍ରୀ ରହିଥିବା ବେଳେ ବଲାଙ୍ଗିରରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା।</p>

Ordigital Desk
  • Published: Thursday, 24 May 2018
  • Updated: 24 May 2018, 11:04 AM IST

Sports

Latest News

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କାଳବୈଶାଖୀ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆକାଶ ମେଘାଛନ୍ନ ରହିବ। ଏହାସହ ଘଡ଼ଘଡ଼ି ଓ କୂଆପଥର ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ଘଣ୍ଟାପ୍ରତି ୪୫ରୁ ୬୫ କିଲୋମିଟର ବେଗରେ ପବନ ବହିବାର ପୂର୍ବାନୁମାନ କରାଯାଇଛି। ଏହି ସମୟରେ ସମୁଦ୍ରରେ ଉଚ୍ଚ ଜୁଆର ଆସିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।</p><p>ଗତକାଲି ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ଭଲ ବର୍ଷା ହୋଇଥିଲା। ତେବେ ଟିଟଲାଗଡରେ କିନ୍ତୁ ପାରଦ ୪୧.୫ ଡିଗ୍ରୀ ରହିଥିବା ବେଳେ ବଲାଙ୍ଗିରରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos