ଟିଟୋକୁ ରିମାଣ୍ଡରେ ନେବାକୁ ଆବେଦନ, ଆଜି ହୋଇପାରେ ଶୁଶାଣି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗ୍ୟାଙ୍ଗଷ୍ଟର ଟିଟୋର ରିମାଣ୍ଡ ଆବେଦନ ଉପରେ ଆଜି ଶୁଣାଣି ହୋଇପାରେ। ପୋଲିସ୍ ଏନ୍‌କାଉଣ୍ଟରରେ ଆହତ ହୋଇ ଏସିସିବିରେ ଚିକିତ୍ସାଧୀନ ଥିବା ଟିଟୋକୁ ଗତକାଲି ଡିସ୍‌ଚାର୍ଜ କରାଯାଇଥିଲା। ଏହାପରେ ତାକୁ କଡ଼ା ସୁରକ୍ଷା ମଧ୍ୟରେ କେନ୍ଦ୍ରାପଡ଼ା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରାଯାଇଥିଲା ତେବେ କୋର୍ଟରେ ଜାମିନ୍ ଖାରଜ ହେବାରୁ ଟିଟୋକୁ କେନ୍ଦ୍ରାପଡ଼ା ସବ୍‌ଜେଲ୍‌କୁ ପଠାଇ ଦିଆଯାଇଥିଲା। ଚାରି ଦିନ ତଳେ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାକ୍ସ ଫୋର୍ସ କେନ୍ଦ୍ରାପଡ଼ାର ଗ୍ୟାଙ୍ଗଷ୍ଟାର ଟିଟୋ ଓରଫ ସୟଦ୍‌ ଉସ୍‌ମାନ ଅଲିକୁ […]

tito

tito

Rakesh Mallick
  • Published: Wednesday, 04 July 2018
  • Updated: 04 July 2018, 08:41 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗ୍ୟାଙ୍ଗଷ୍ଟର ଟିଟୋର ରିମାଣ୍ଡ ଆବେଦନ ଉପରେ ଆଜି ଶୁଣାଣି ହୋଇପାରେ। ପୋଲିସ୍ ଏନ୍‌କାଉଣ୍ଟରରେ ଆହତ ହୋଇ ଏସିସିବିରେ ଚିକିତ୍ସାଧୀନ ଥିବା ଟିଟୋକୁ ଗତକାଲି ଡିସ୍‌ଚାର୍ଜ କରାଯାଇଥିଲା। ଏହାପରେ ତାକୁ କଡ଼ା ସୁରକ୍ଷା ମଧ୍ୟରେ କେନ୍ଦ୍ରାପଡ଼ା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରାଯାଇଥିଲା ତେବେ କୋର୍ଟରେ ଜାମିନ୍ ଖାରଜ ହେବାରୁ ଟିଟୋକୁ କେନ୍ଦ୍ରାପଡ଼ା ସବ୍‌ଜେଲ୍‌କୁ ପଠାଇ ଦିଆଯାଇଥିଲା।

ଚାରି ଦିନ ତଳେ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାକ୍ସ ଫୋର୍ସ କେନ୍ଦ୍ରାପଡ଼ାର ଗ୍ୟାଙ୍ଗଷ୍ଟାର ଟିଟୋ ଓରଫ ସୟଦ୍‌ ଉସ୍‌ମାନ ଅଲିକୁ ଚଣ୍ଡିଖୋଲ ନିକଟରେ ଏନ୍‌କାଉଣ୍ଟର କରିଥିଲା। ତା ବାମ ଗୋଡ଼ରେ ଗୁଳି ବାଜିଥିଲା। ତାକୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story